ଆଜିର ଖବର ୨୩ରୁ ୨୪ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବିଶାଖାପାଟଣାରେ ପେସା ମହୋତ୍ସବର ଭବ୍ୟ ଆୟୋଜନ ନୂଆଦିଲ୍ଲୀ: ପଞ୍ଚାୟତ (ଅନୁସୂଚିତ ଅଞ୍ଚଳକୁ ସମ୍ପ୍ରସାରଣ) ଆଇନ-୧୯୯୬ ପ୍ରଣୟନର ବାର୍ଷିକୀ ଉପଲକ୍ଷେ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଡିସେମ୍ବର ୨୩ ଓ ୨୪, ୨୦୨୫ରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାଠାରେ ଦୁଇଦିନିଆ…