ପୋଲିସ ଆଉଟପୋଷ୍ଟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି।…