ଖେଳ ଓଡ଼ିଶାର ଗୋଲ୍ଡେନ୍ ଜିମ୍ନାଷ୍ଟ ପ୍ରଣତି ନାୟକଙ୍କୁ ୨୩ ଲକ୍ଷ ଟଙ୍କାର ପୁରସ୍କାର ସହ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ଗୋଆରେ ଚାଲିଥିବା ୩୭ତମ ଜାତୀୟ କ୍ରୀଡ଼ାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଜିମ୍ନାଷ୍ଟିକ୍ସର ଉଜ୍ଜ୍ୱଳ ତାରକା ପ୍ରଣତି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି।…