ଆଜିର ଖବର ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ ବାଣପୁର: ବିଶ୍ଵବିଜୟୀ ଚିତ୍ରାଚାର୍ଯ୍ୟ, ପ୍ରଖ୍ୟାତ ସ୍ଥପତି, ମାଟିର ବରପୁତ୍ର ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ୪୫ତମ ଶ୍ରାଦ୍ଧୋତ୍ସବ ଜନ୍ମମାଟି ନରେନ୍ଦ୍ରପୁରର ଉପେନ୍ଦ୍ର ବିଦ୍ୟାପୀଠ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି।…