ପ୍ରତିଷେଧକ ସ୍ୱାସ୍ଥ୍ୟସେବା

ନୂଆଦିଲ୍ଲୀ: ପ୍ରତିଷେଧକ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ ​​କରିବା ଏବଂ ଦେଶର ଝିଅମାନଙ୍କ ଭବିଷ୍ୟତ ସ୍ୱାସ୍ଥ୍ୟକୁ ସୁରକ୍ଷା ଦେବା ଦିଗରେ ଆସନ୍ତାକାଲି ଏକ ଐତିହାସିକ ପଦକ୍ଷେପର ଶୁଭାରମ୍ଭ ହେବାକୁ ଯାଉଛି।…