ଆଞ୍ଚଳିକ ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ ବାଣପୁର: ଆଜି ଗୋଦାବରୀଶ ମହାବିଦ୍ୟାଳୟର ୬୩ତମ ପ୍ରତିଷ୍ଠାର ଉଦଯାପନ ଦିବସ ଓ଼ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୭୦ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଆଇନ, ପୂର୍ତ୍ତ…