ଆଜିର ଖବର କେନ୍ଦ୍ର କ୍ୟାବିନେଟର ନିଷ୍ପତ୍ତି: ସମସ୍ତ ତିନୋଟି କୃଷି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ଅନୁମୋଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟର ବୈଠକ ଶେଷ ହୋଇଛି। ସମସ୍ତ ତିନୋଟି କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ କୃଷକ ଆଇନ…