ଜାତୀୟ ଖବର ଦୁଇଦିନିଆ କର୍ଣ୍ଣାଟକ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜାଣନ୍ତୁ ଏହାର କାରଣ କଣ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତରୀ ଜୁନ ୨୦ ଓ ୨୧ରେ କର୍ଣ୍ଣାଟକ ଗସ୍ତ କରିବେ। ଜୁନ ୨୦ ଅପରାହ୍ନ ପ୍ରାୟ ୧୨.୩୦ରେ, ପ୍ରଧାନମନ୍ତ୍ରୀ ଇଣ୍ଡିଆନ…