ଆଜିର ଖବର ଡାକ୍ତର ଦିବସ ଅବସରରେ ସମଗ୍ର ଡାକ୍ତର ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ କୃତଜ୍ଞତା ନୂଆଦିଲ୍ଲୀ: ଡାକ୍ତର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଡାକ୍ତର ସମୁଦାୟଙ୍କୁ ଗଭୀର କୃତଜ୍ଞତା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ‘ଡାକ୍ତର ଦିବସରେ…