ଆଜିର ଖବର ନିଜ ବାସଭବନରେ ରକ୍ଷା ବନ୍ଧନ ଉତ୍ସବ ପାଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରକ୍ଷା ବନ୍ଧନ ଉତ୍ସବ ନିଜ ବାସଭବନରେ ପାଳନ କରିଛନ୍ତି। 7 ଲୋକ କଲ୍ୟାଣ ମାର୍ଗରେ ଥିବା ପ୍ରଧାନମନ୍ତ୍ରୀଙ୍କ ବାସ ଭବନରେ…