ଆଜିର ଖବର କାଶ୍ମୀରରେ ବିଜେପି କର୍ମୀଙ୍କୁ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କଲେ ପ୍ରଧାନମନ୍ତ୍ରୀ ଶ୍ରୀନଗର: କାଶ୍ମୀରରେ ବିଜେପି କର୍ମୀଙ୍କୁ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି କଠିନ ସମୟରେ ମୃତକଙ୍କ ପରିବାର ସହ ସେ ଛିଡ଼ା…