ଆଞ୍ଚଳିକ ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ ବାଣପୁର: ମହାଶିବରାତ୍ରି ଦିନ ଖୋର୍ଦ୍ଧା ଜିଲ୍ଲା ବାଣପୁରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮…