ଆଜିର ଖବର ଦୁର୍ନୀତି ରୋକିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ କଡ଼ା ଆଭିମୁଖ୍ୟ: ଜିଲ୍ଲାପାଳମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ ଭୁବନେଶ୍ୱର: ଦୁର୍ନୀତି ରୋକିବା ଦିଗରେ ପ୍ରଶାସନିକ ବ୍ୟବସ୍ଥାର ସୁଦୃଢୀକରଣ ଏବଂ ପ୍ରତିକାରାତ୍ମକ ସତର୍କତା ଅବଲମ୍ବନ ସଂପର୍କରେ ରାଜ୍ୟ ମୁଖ୍ୟ ଶାସନ ମନୋଜ ଆହୁଜା କଡ଼ା ଆଭିମୁଖ୍ୟ ଗ୍ରହଣ…