ଆଜିର ଖବର ଆସନ୍ତା ନଭେମ୍ବର ୫ରୁ କଟକରେ ଆରମ୍ଭ ହେବ ପ୍ରସିଦ୍ଧ ବାଲିଯାତ୍ରା କଟକ: ଆସନ୍ତା ନଭେମ୍ବର ୫ତାରିଖରୁ କଟକରେ ଆରମ୍ଭ ହେବ ପ୍ରସିଦ୍ଧ ବାଲିଯାତ୍ରା। ଏହା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ୩୪ ଏକର ପରିମିତ ସ୍ଥାନରେ ବାଲିଯାତ୍ରା…