ଆଜିର ଖବର ଯୋଗ ହେଉଛି ମହାନ ଭାରତୀୟ ପରମ୍ପରାର ବିଶ୍ୱକୁ ଗୌରବମୟ ଅବଦାନ: ଏମ୍ସ ନିର୍ଦ୍ଦେଶକ ଭୁବନେଶ୍ୱର: ଯୋଗ ହେଉଛି ମହାନ ଭାରତୀୟ ପରମ୍ପରାର ବିଶ୍ୱକୁ ଗୌରବମୟ ଅବଦାନ। ଏହା ସମଗ୍ର ବିଶ୍ୱରେ ପ୍ରାଚୀନ ସନାତନ ସଂସ୍କୃତିର ପ୍ରଚାର କରୁଛି, ଯାହାକି ଭାରତର ବିଶ୍ୱଗୁରୁ…