ପ୍ଲେଇଙ୍ଗ୍ ଏକାଦଶ

ଅହମ୍ମଦାବାଦ: ଆସନ୍ତାକାଲିଠାରୁ  ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-ଟ୍ୱେଣ୍ଟିର ପ୍ରଥମ ମ୍ୟାଚ ଖେଳାଯିବ। ଟି-ଟ୍ୱେଣ୍ଟିର ସମସ୍ତ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ। ଇଂଲଣ୍ଡ…