ଫିଲ୍ମ ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନ ଭୁବନେଶ୍ୱରସ୍ଥିତ ତାଙ୍କ ସରକାରୀ ବାସଭବନରେ ହିନ୍ଦୀ ଫିଚର ଫିଲ୍ମ ‘ଗୋଦାନ’ର ପ୍ରିମିୟର ଦେଖିଥିଲେ। ଏହି ଅବସରରେ…