ବିଶେଷ ଖବର ଫୋନ ଯୋଗେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ଭୁବନେଶ୍ୱର: ଗତକାଲି ରାଷ୍ଟ୍ରପତି ନିର୍ବାଚନରେ ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁ ବଡ ବିଜୟ ହାସଲ କରିଛନ୍ତି। ସେ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ପରାସ୍ତ କରି ଦେଶର…