ଆଜିର ଖବର ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ ନୂଆଦିଲ୍ଲୀ: ପଶ୍ଚିମ ଏସିଆର ବର୍ତ୍ତମାନର ପରିସ୍ଥିତି ମଧ୍ୟରେ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଏୟାର ଇଣ୍ଡିଆ ଏକ ବଡ ଘୋଷଣା କରିଛି। ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସ-ଚାର୍ଲ୍ସ…