ଫ୍ରାନ୍ସ ଗଣତନ୍ତ୍ରର ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସ ଗଣତନ୍ତ୍ରର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍ ଆଜି ଇଟାଲୀର ଆପୁଲିଆଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଦ୍ୱିପାକ୍ଷିକ ବୈଠକ କରିଥିଲେ।…