ଜାତୀୟ ଖବର Vande Mataram: ୧୫୦ ବର୍ଷ ପୂର୍ତି ଅବସରରେ ନଭେମ୍ବର ୭ ରୁ ୨୬ ଓଡ଼ିଶା ଗାଇବ “ବନ୍ଦେ ମାତରମ୍” Vande Mataram: ରାଷ୍ଟ୍ରଗୀତ “ବନ୍ଦେ ମାତରମ୍”କୁ ୭ ନଭେମ୍ବରରେ ୧୫୦ ବର୍ଷ ପୁରିବାକୁ ଯାଉଛି । ୧୮୭୫ ମସିହାରେ ବଙ୍କିମଚନ୍ଦ୍ର ଚାଟାର୍ଜୀ ଏହାକୁ ରଚନା କରିଥିଲେ ।…