ଜାତୀୟ ଖବର ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ଏହାପରେ ସେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ବଜେଟର ରୂପରେଖ ଉପରେ ବର୍ଣ୍ଣନା କରିଛନ୍ତି।…