ଆଜିର ଖବର ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ: “ମନ କି ବାତ”ରେ ପେଟ୍ରୋଲ କଥା କୁହନ୍ତୁ ମୋଦୀ କଲିକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ତୈଳ ଦରକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଦେଶର ଅର୍ଥ ବ୍ୟବସ୍ଥାକୁ ବର୍ବାଦ କରିଦେଇଛନ୍ତି…