ବରପାଲି ରେଳ ଷ୍ଟେସନ

ଭୁବନେଶ୍ୱର: ଓଡ଼ିଶାର ବରଗଡ଼ ଜିଲ୍ଲାର ବରପାଲି ରେଳ ଷ୍ଟେସନକୁ ‘ଅମୃତ ଭାରତ ଷ୍ଟେସନ ଯୋଜନା’ ଅଧୀନରେ ଏକ ଆଧୁନିକ ଏବଂ ଯାତ୍ରୀ-ଅନୁକୂଳ ରେଳ ଷ୍ଟେସନରେ ପରିଣତ କରାଯାଇଛି।…