ଆଞ୍ଚଳିକ ଦୀର୍ଘ ୯ ମାସ ଅପେକ୍ଷା ପରେ ବାଣପୁରରେ ଖୋଲିବ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀ ମନ୍ଦିର ସୀତାରାମ ଅଗ୍ରୱାଲ ବାଣପୁର: ଦୀର୍ଘ ଦିନର ଅପେକ୍ଷା ପରେ ଜାନୁଆରୀ ୩ ତାରିଖରେ ଖୋଲିବ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀ ମନ୍ଦିର। ବାଣପୁର ତହସିଲଦାର ମନ୍ମଥ…