ଆଞ୍ଚଳିକ ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ ବାଣପୁର: ଆଜି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ବାଣପୁର ଖଣ୍ଡ ତରଫରୁ ସ୍ଥାନୀୟ ରଙ୍କନାଥ ଦେବ ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ…