ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଦାଶରଥୀପୁର ଗ୍ରାମ ହରିଜନ ସାହିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗତକାଲି ବିଳମ୍ବିତ ରାତ୍ରିରେ ଜନୈକ…
ବାଣପୁର
ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ ପୋଲିସ କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇଦେଇଥିବା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବର୍ତ୍ତମାନ ବାଣପୁର…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଆଜି ଶିକ୍ଷା ସଚେତନତା ରଥ ଗଡିଛି। ଉକ୍ତ ରଥକୁ ବାଣପୁର ବିଡ଼ିଓ ପ୍ରଦ୍ୟୁମ୍ନ ନାୟକ ପତାକା ଦେଖାଇ…
ସୀତାରାମ ଅଗ୍ରୱାଲ ବାଣପୁର: କିଛି ଦିନ ହେବ ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ଥାନା ଅଞ୍ଚଳରେ ଘରୋଇ ଅର୍ଥଲଗାଣକାରି ସଂସ୍ଥାର କର୍ମଚାରୀଙ୍କୁ ଟାର୍ଗେଟ କରାଯାଇ ଲୁଟ କରାଯାଉଛି। ତେବେ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ହରିଚନ୍ଦନପୁର ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଯୁବକକୁ ଗ୍ରାମବାସୀମାନେ ଖୁଣ୍ଟରେ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି ଛାତ୍ରୀ ମାନଙ୍କ ନିମନ୍ତେ ଆତ୍ମ ରକ୍ଷା କୌଶଳ…
ସୀତାରାମ ଅଗ୍ରୱାଲ ବାଣପୁର: ରାଜ୍ୟ ସରକାରଙ୍କ ଦ୍ୱାରା ସମସ୍ତ ସହରାଞ୍ଚଳରେ ଲାଗୁ ହୋଇଥିବା ଯୁଗାନ୍ତକାରି ଯୋଜନା ‘ଆହାର’ ର ସପ୍ତମ ବର୍ଷ ପୂର୍ତ୍ତି ଅବସରରେ ଖୋର୍ଦ୍ଧା ଜିଲ୍ଲା…
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଭୋରରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବେଲପଡ଼ା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା କ୍ରିଡା ଭାରତୀ ବାଣପୁର ଶାଖାର ଦୁଇ ଛାତ୍ର ସିଦ୍ଧାନ୍ତ ପ୍ରଧାନ ଏବଂ ଲକ୍ଷ୍ମଣ ବେହେରା ଚଳିତ ବର୍ଷ ଭଲିବଲ୍ ରେଫେରୀ…
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଓଡ଼ିଶାର ପ୍ରସିଦ୍ଧ ଶକ୍ତିପିଠ ବାଣପୁର ମା’ ଭଗବତୀଙ୍କ ହୁଣ୍ଡି ଖୋଲାଯାଇଛି। ଚଳିତ ମାର୍ଚ୍ଚ ୩୦ ଓ ୩୧ ତାରିଖ ଦୁଇ ଦିନ…
ସୀତାରାମ ଅଗ୍ରୱାଲ ବାଣପୁର: ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ଏକ ଲୁଟ ହୋଇଥିବା ବେଳେ ଆଜି ସମାନ ଢଙ୍ଗରେ ବାଣପୁର ଥାନା ଅଞ୍ଚଳରୁ ଏକ…
ସୀତାରାମ ଅଗ୍ରୱାଲ ବାଣପୁର: ମେଡିକାଲରୁ ସୁସ୍ଥ ହୋଇ ଚିଲିକା ବିଧାୟକ ପୁଣି ବାଣପୁର ସବ ଜେଲକୁ ଫେରିଛନ୍ତି। ଆଜି ରାତି ୯.୪୫ ମିନିଟ ସମୟରେ ଚିଲିକା ବିଧାୟକ…
ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ବ୍ଲକ ଅନ୍ତର୍ଗତ ଗଙ୍ଗାଧରପୁରର ବାବା ନୀଳକଣ୍ଠେଶ୍ଵର କ୍ରିକେଟ ଟିମ ଦ୍ଵାରା ଆୟୋଜିତ ଦିବାରାତ୍ରି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ସକାଳେ ଶେଷ ହୋଇଛି।…
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ବାଣପୁର ଓକିଲ ସଂଘର ବାର୍ଷିକ କର୍ମକର୍ତ୍ତା ନିର୍ବାଚନ ସୁଚାରୁରୂପେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ନିର୍ବାଚନରେ ସଂଘର ନବ ନିର୍ବାଚିତ ସଭାପତି ଭାବେ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ବୋରିଗାଁ ଗ୍ରାମରେ ଏକ ଦିବାରାତ୍ରି କ୍ରିକେଟ ଟୁର୍ଣ୍ଣାମେଣ୍ଟ ସମାପନ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟରେ ୧୬ ଟି…
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଏସପିଙ୍କ ନିର୍ଦ୍ଦେଶକ୍ରମେ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକଙ୍କ ତତ୍ୱାବଧାନରେ ଆଜି ସନ୍ଧ୍ୟାରେ ବାଣପୁର ଓ ବାଲୁଗାଁ ଏନଏସି ଅଞ୍ଚଳରେ ପୋଲିସର…
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ସାରା ରାଜ୍ୟରେ ବ୍ଲକ ଉପାଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଚାଲିଛି। ଅଧ୍ୟକ୍ଷ ପଦ ପାଇଁ ଗତ ୧୨ ତାରିଖରେ ନିର୍ବାଚନ ସରିଯାଇଥିବା…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ କୁଲେଇ ଛକ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଯାଇଛି। ଅଟୋ ରିକ୍ସା ଧକ୍କାରେ ବାଇକ୍ ଆରୋହୀ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଆୟତ୍ତପୁର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଦଦା ଓ ଦୁଇ ଭାଇଙ୍କୁ ସମ୍ପର୍କୀୟ ପୁତୁରା…
ବାଣପୁର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବିଜେପି କର୍ମିଙ୍କ ଆକ୍ରମଣ ପରେ ସେଠାରେ ୧୪୪ ଧାରା ଜାରୀ କରାଯାଇଛି। ଫଳରେ ବାଣପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ଶସସ୍ତ୍ର…
ଭୁବନେଶ୍ବର: ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଏ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବିଧାୟକ ବର୍ତ୍ତମାନ…