ଆଜିର ଖବର ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଯୋଗାଣ ମନ୍ତ୍ରୀ, ରିଲିଫ୍ ଓ ଥଇଥାନ କାର୍ଯ୍ୟ ସମୀକ୍ଷା କଲେ ଭୁବନେଶ୍ୱର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଆଜି ବାତ୍ୟା ‘ୟସ୍’ ଦ୍ୱାରା ପ୍ରଭାବିତ ବାଲେଶ୍ୱର ଜିଲ୍ଲାର ପ୍ରପୀଡ଼ିତଙ୍କୁ ରିଲିଫ୍…