ଆଜିର ଖବର ବାରୁଇପୁର ଗଣଦୁଷ୍କର୍ମ ହତ୍ୟା ମାମଲା: ପୋଷ୍ଟମର୍ଟମରେ ସାମ୍ନାକୁ ଆସିଲା ସତ୍ୟ କୋଲକାତା: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପରଗନା ଜିଲ୍ଲାର ବାରୁଇପୁରରେ ୧୧ ବର୍ଷୀୟା ନାବାଳିକାଙ୍କ ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ପୋଷ୍ଟମର୍ଟମ ରିପୋର୍ଟରୁ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି।…