Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ବାଲିଗୁଡ଼ା ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବାଲିଗୁଡ଼ା ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ଗଞ୍ଜାମ ଜିଲ୍ଲା ଜଜ୍ ଆଜୀବନ କାରାଦଣ୍ଡ ଆଦେଶ ଶୁଣାଇଛନ୍ତି। ଗତ ୨୦୧୯ ଡିସେମ୍ବର ମାସରେ ଘଟିଥିବା ସୁଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି। ଉକ୍ତ ହତ୍ୟାକାଣ୍ଡରେ ଅଭିଯୁକ୍ତ ୬ ଜଣଙ୍କୁ ଜିଲ୍ଲା ଜଜ୍ ଆଜୀବନ କାରାଦଣ୍ଡ ଆଦେଶ ଶୁଣାଇଛନ୍ତି।