ଆଜିର ଖବର ଆସନ୍ତାକାଲି ଆଠ ଘଣ୍ଟା ପାଇଁ ଚିଲିକା ନିର୍ବାଚନମଣ୍ଡଳୀରେ ବନ୍ଦ ରହିବ ବିଦ୍ୟୁତ ସରବରାହ ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ଆଠ ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା…