ବିଶେଷ ଖବର Big News: ବଢିବ ଭତ୍ତା ଟଙ୍କା, ଖୁବ ଶିଘ୍ର ମୁଖ୍ୟମନ୍ତ୍ରୀ କରିବେ ଘୋଷଣା, ସୂଚନା ଦେଲେ ପାଣ୍ଡିଆନ ଭୁବନେଶ୍ବର: ଖୁବ ଶିଘ୍ର ରାଜ୍ୟରେ ବୃଦ୍ଧି ପାଇବ ଭତ୍ତା ଟଙ୍କା। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଘୋଷଣା କରିବେ।…