ବିଜୁ ମହାବୀର ଜୟପୁର ଫୁଟ୍‌ ସେଣ୍ଟର

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗଠାରେ ପ୍ରତିଷ୍ଠିତ ବିଜୁ ମହାବୀର ଜୟପୁର ଫୁଟ୍‌ ସେଣ୍ଟରର ବିଭିନ୍ନ ସେବାକୁ ସଂପ୍ରସାରିତ କରିବା ନିମନ୍ତେ ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି।…