ନିର୍ବାଚନ ଖବର ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ ନୂଆପଡା ଉପନିର୍ବାଚନ: ନୂଆପଡା ଉପନିର୍ବାଚନ ପ୍ରଚାର ସମୟରେ ବିଜେପି କର୍ମୀଙ୍କ ଦ୍ୱାରା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ସମ୍ପର୍କରେ ଅଭିଯୋଗ କରି ଓଡ଼ିଶା ପ୍ରଦେଶ କଂଗେସ ପକ୍ଷରୁ…