ଆଜିର ଖବର ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଦେହାନ୍ତରେ ଆଜି ଶୋକବ୍ୟକ୍ତ କରିଛନ୍ତି। ଗତକାଲି ଅହମ୍ମଦାବାଦରେ ଏକ ବିମାନ ଦୁର୍ଘଟଣାରେ ଶ୍ରୀ ରୂପାଣୀଙ୍କର…