ବିଶେଷ ଖବର ତେଲେଙ୍ଗାନାର ନିଜାମାବାଦ ଠାରେ ପାଖାପାଖି ୮୦୦୦ କୋଟିର ପ୍ରକଳ୍ପ ଗୁଡିକର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ନିଜାମାବାଦ ଠାରେ ବିଦ୍ୟୁତ୍, ରେଳ ଏବଂ ସ୍ୱାସ୍ଥ୍ୟ ସେବା ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ୮୦୦୦ କୋଟି ଟଙ୍କାରୁ ଅଧିକ…