ଆଜିର ଖବର ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ ପାଲଲହଡ଼ା: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଏକବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଏଭଳି ହୃଦୟବିଦାରକ ଘଟଣା ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକ ବତିସୁଆଁ ପଞ୍ଚାୟତ ଅନ୍ତର୍ଗତ…