ଆଜିର ଖବର ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ ଭୁବନେଶ୍ୱର: ରାଜ୍ୟରେ ଶିଶୁ ଜନ୍ମ ହାର ହ୍ରାସ ପାଉଛି । ୨୦୦୦ ମସିହାରେ ରାଜ୍ୟରେ ଶିଶୁ ଜନ୍ମହାର ୨୪.୧% ଥିବାବେଳେ ୨୦୨୩ ମସିହାରେ ଏହା ୧୬% ରହିଛି…