ଆଜିର ଖବର ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ତଥା ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀ ମନ୍ଦିରର ବିକାଶ କାର୍ଯ୍ୟକୁ ନେଇ ବିରୋଧୀ ଦଳର ଅନେକ ନେତା ସମାଲୋଚନା କରିଛନ୍ତି।…