ବିଶ୍ବଭୁଷଣଙ୍କ ଜନ୍ମଦିନ

ଭୁବନେଶ୍ବର: ଆଜି ୯୩ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ। ସେ ଓଡିଶା ରାଜନୀତିରେ ଭୀଷ୍ମ ପିତାମହ…