ଆଜିର ଖବର ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ ନୟାଗଡ଼: ନୟାଗଡ଼ ଜିଲ୍ଲା ରଣପୁର ଏନଏସି ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟଫ, ମହାବୀର ବିକଳାଙ୍ଗ ସହାୟତା ସମିତି ଏବଂ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର…