ଆଜିର ଖବର ୧୦୦୦ ତମ ଅଧ୍ୟାୟରେ ପହଞ୍ଚିଲା ଜୀ ସାର୍ଥକର ସବୁଠାରୁ ସଫଳ ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’ ଭୁବନେଶ୍ଵର: ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ସଫଳତାର ସହିତ ଆଗେଇ ଚାଲିଛି ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’। ସୋମବାରରୁ ଶନିବାର ରାତି ୮:୩୦…