ଆଞ୍ଚଳିକ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞର ପୂର୍ଣ୍ଣାହୁତି ରଣପୁର: ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟସ୍ଥିତ ପ୍ରସିଦ୍ଧ ମା’ ଅସୁରକୁମାରୀ ଦେବୀଙ୍କ ପବିତ୍ର ପୀଠରେ ଚାଲିଥିବା ପଞ୍ଚାଦିନ ବ୍ୟାପୀ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆଜି ଭକ୍ତିମୟ ପରିବେଶ…