ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ

ଜାମନଗର (ଗୁଜରାଟ): ରିଲାଏନ୍ସ ଇଣ୍ଡଷ୍ଟ୍ରିଜର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ବନ୍ୟପ୍ରାଣୀ ସଂରକ୍ଷଣ ସଂଗଠନ – ବନ୍ତାରା ଗୁଜରାଟର ଜାମନଗରରେ ବନ୍ତାରା ବିଶ୍ୱବିଦ୍ୟାଳୟ…