ଜାତୀୟ ଖବର ବିଶ୍ୱ ଅର୍ଥନୈତିକ ଫୋରମ୍ ୨୦୨୫ରେ ଅଂଶଗ୍ରହଣ କରିବେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀ: କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଡାଭୋସଠାରେ ହେବାକୁ ଥିବା ବିଶ୍ୱ ଅର୍ଥନୈତିକ ଫୋରମ (ଡବ୍ଲୁଇଏଫ)…