ଆଜିର ଖବର ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ୍ ପକ୍ଷରୁ ନିମାପଡ଼ାସ୍ଥିତ ରେସିଙ୍ଗା ଗ୍ରାମରେ ବିଶ୍ୱ ଡାଲି ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି।…