ଆଜିର ଖବର ବିଶ୍ୱ ବଜାରରେ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଭାରତର ବାସ୍ତବ ଜିଡିପି ଅଭିବୃଦ୍ଧି ହାର ରହିଲା ୭.୮% ନୂଆଦିଲ୍ଲୀ: କେନ୍ଦ୍ର ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରଣାଳୟ ପକ୍ଷରୁ ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସ (ଏପ୍ରିଲରୁ ଜୁନ୍) ପାଇଁ ସକଳ ଘରୋଇ ଉତ୍ପାଦ (ଜିଡିପି) ଆକଳନ…