ବିଶେଷ ଖବର ପାଟକୁରାରୁ ବିଜେଡି ପ୍ରାର୍ଥୀ ହେବେ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲାଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲା, ଦଳ ସୁପ୍ରିମୋ କଲେ ଘୋଷଣା ପାଟକୁରା ବିଧାନସଭା ପାଇଁ ବିଜେଡିର ପ୍ରାର୍ଥୀ ହେବେ ସାବିତ୍ରୀ ଅଗ୍ରୱାଲା। ସାବିତ୍ରୀ ହେଉଛନ୍ତି ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲାଙ୍କ ପତ୍ନୀ। ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି…