ଆଞ୍ଚଳିକ ବାଣପୁରରେ ପୋଲିସ ଓ ଆରଟିଓ ର ମିଳିତ ଚଢ଼ାଉ, ୯ ଡ଼ିଏଲ ବାତିଲ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ଅଞ୍ଚଳରେ ବେପରୁଆ ଗାଡ଼ିଚାଳନା ବୃଦ୍ଧି ହେଉଥିବାର ବାରମ୍ବାର ଅଭିଯୋଗ ହୋଇଆସୁଛି। ଯାହାଫଳରେ ଏକାଧିକ ସଡ଼କ ଦୁର୍ଘଟଣା ମଧ୍ୟ ଘଟୁଛି।…