ଆଜିର ଖବର ରାଜ୍ୟ ପଣ୍ୟାଗାର ନିଗମକୁ ବେଷ୍ଟ ଏମ୍ପ୍ଲୟର ବ୍ରାଣ୍ଡ ସମ୍ମାନ ଭୁବନେଶ୍ୱର: ଓଡିଶା ରାଜ୍ୟ ପଣ୍ୟାଗାର ନିଗମକୁ ବେଷ୍ଟ ଏମ୍ପ୍ଲୟର ବ୍ରାଣ୍ଡ ସମ୍ମାନ-୨୦୨୩ରେ ପୁରସ୍କୃତ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଜଙ୍ଗଲ, ପରିବେଶ…